ଗଜପତିରେ ପୁଣି ନଅ ପଜିଟିଭ !!!

0
186

Loading

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତିରେ ପୁଣି 9 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସମ୍ପର୍କରେ ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା . ଜିଲ୍ଲାର ମୋହନା ବ୍ଲକରୁ ଜଣେ ,ଗୋଶାଣୀ ବ୍ଳକରୁ 2 ଜଣ, ପାରଳା ପୌର ପରିଷଦରୁ 2 ଜଣ, ଗୁମ୍ମା ବ୍ଳକରୁ ଜଣେ, କାଶୀନଗର ବ୍ଳକରୁ ଜଣେ, ନୂଆଗଡ ବ୍ଳକରୁ ଜଣେ ଏବଂ ଗଜପତିରୁ ଜଣେ ଚିହ୍ନଟ ହୋଇଛନ୍ତି । କରୋନା ଚିହ୍ନଟ ହେବା ପରେ କିଛି ଜଣଙ୍କୁ ହୋମ ଆଇସୋଲେସନରେ ଅନୁମତି ମିଳିଥିବା ବେଳେ ଅନ୍ୟ କିଛି ଆକ୍ରାନ୍ତଙ୍କୁ କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଗଜପତି ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here