ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ରେ ପୁଣି 13 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଗଜପତି ଜିଲ୍ଲାପାଳ ଅନୁପମ ସାହା ସୂଚନା ଦେଇଛନ୍ତି । ଗୁମ୍ମାବ୍ଳକରୁ ଜଣେ, ନୂଆଗଡ଼ ବ୍ଳକରୁ ଜଣେ, ଆର ଉଦୟଗିରି ବ୍ଲକ ରୁ 5 ଜଣ, ରାୟଗଡ ବ୍ଲକ ରୁ 3ଜଣ, ଗଜପତିରୁ 3 ଜଣ ଚିହ୍ନଟ ହୋଇଛନ୍ତି । କରୋନା ଚିହ୍ନଟ ହେବା ପରେ କିଛି ଜଣଙ୍କୁ ହୋମ ଆସୋଲେସନ ଏବଂ ଅନ୍ୟ କେତେକଙ୍କୁ କୋଭିଡ଼ ହସ୍ପିଟାଲ/କୋଭିଡ କେୟାରକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଗଜପତି ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।