ଗଜପତିରେ ବିଭିନ୍ନ ସ୍ଥାନରୁ ଆଉ 7 ପଜିଟିଭ !!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରୁ ପୁଣି 7ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି . ଜିଲ୍ଲା ଅନ୍ତର୍ଗତ ଗୋଶାଣୀ ବ୍ଳକରୁ ଜଣେ, ମୋହନା ବ୍ଳକରୁ ଜଣେ, ପାରଳା ପୌର ପରିଷଦରୁ ଜଣେ , ଆର ଉଦୟଗିରି ବ୍ଳକରୁ 3 ଜଣ, ନୂଆଗଡ ବ୍ଳକରୁ ଜଣେ ଚିହ୍ନଟ ହୋଇଛନ୍ତି । କରୋନା ଚିହ୍ନଟ ହେବା ପରେ କିଛି ଜଣଙ୍କୁ ହୋମ ଆଇସୋଲେସନ ରେ ରଖ ଯାଇଥିବା ବେଳେ ଅନ୍ୟ ମାନଙ୍କୁ କୋଭିଡ଼ ହସ୍ପିଟାଲ / କୋଭିଡ କେୟାର ସେଣ୍ଟରକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଗଜପତି ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *