ଢେଙ୍କାନାଳ ସଂସଦୀୟ କ୍ଷେତ୍ର ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳିତ !!

0
188

କଣିହାଁ ( ଆୱାଜ ମିଡ଼ିଆ ) – ଅଶ୍ୱିନୀ କୁମାର ଦେବତା : ଢେଙ୍କାନାଳ ସଂସଦୀୟ କ୍ଷେତ୍ର ତରଫରୁ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ ରାସୋଳର ମା ସୁକିଆ ବାଉତି ପୀଠରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମଦିନ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସାଂସଦ ମହେଶ ସାହୁଙ୍କ ସମେତ ଦିନେଶ ପ୍ରଧାନ ଓ ଅନ୍ୟ ନେତୃବର୍ଗ ଉପସ୍ଥିତ ରହିଥିଲେ। ପରେ ଦିବ୍ୟାଙ୍ଗ ବ୍ୟକ୍ତି ମାନଙ୍କୁ ଶୁଖିଲା ଖାଦ୍ୟ ପ୍ୟାକେଟ ବଣ୍ଟନ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here