ଗଜପତି ରେ ପୁଣି ୭ କରୋନା ପଜିଟିଭ !!!

0
254

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ପୁଣି ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା . ଜିଲ୍ଲା ଅନ୍ତର୍ଗତ ମୋହନା ବ୍ଲକରୁ ଜଣେ,କାଶୀ ନଗର ବ୍ଳକରୁ ଜଣେ, ପାରଳା ପୌର ପରିଷଦରୁ 4 ଜଣ, ଆର.ଉଦୟଗିରି ବ୍ଳକରୁ ଜଣେ ଚିହ୍ନଟ ହୋଇଛନ୍ତି । କରୋନା ଚିହ୍ନଟ ହେବା ପରେ କିଛି ଜଣଙ୍କୁ ହୋମ ଆଇସୋଲେସନ ଏବଂ ଅନ୍ୟ ମାନଙ୍କୁ କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଗଜପତି ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here