ଗଜପତିରେ ପୁଣି ୨ ପଜିଟିଭ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ପୁଣି ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସମ୍ପର୍କରେ ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା . ଜିଲ୍ଲା ଅନ୍ତର୍ଗତ କାଶୀ ନଗର ବ୍ଳକରୁ ଜଣେ ଏବଂ ଗୋଶାଣି ବ୍ଳକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ଚିହ୍ନଟ ହେବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ କେୟାର ସେଣ୍ଟରକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଗଜପତି ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *