ଗଜପତିରେ ପୁଣି 13 ଜଣ କରୋନା ପଜିଟିଭ ଚିହ୍ନଟ !!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତିରେ ପୁଣି 13 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ଅନୁପମ ସାହା । ଗୁମ୍ମା ବ୍ଳକରୁ 7 ଜଣ, ଗୋଶାଣି ବ୍ଳକରୁ ଜଣେ, ପାରଳା ପୌର ପରିଷଦରୁ 3 ଜଣ, ନୂଆଗଡ଼ ବ୍ଳକରୁ 2 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ପଜିଟିଭ ଚିହ୍ନଟ ହେବା ପରେ କିଛି ଜଣଙ୍କୁ ହୋମ ଆଇସୋଲେସନ ଏବଂ ଅନ୍ୟମାନଙ୍କୁ କୋଭିଡ଼ ହସ୍ପିଟାଲ/କୋଭିଡ କେୟାରକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଗଜପତି ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *