Site icon Awaj Media

ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ !!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ କଂଗ୍ରେସ କାର୍ଯ୍ୟଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗୀୟ ଇନ୍ଦିରା ଗାନ୍ଧୀଙ୍କ ମହାପ୍ରୟାଣ ଦିବସ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ ସଭାପତି ତଥା ମୋହନା ବିଧାୟକ ଦାଶରଥି ଗମାଙ୍ଗ, ଜାଖବ ମାଝି, ଗୌରିଶଙ୍କର ପ୍ରଧାନି, ଦୁର୍ଗାସ ଶବର, ବିଷ୍ଣୁ ପାଢ଼ୀ, ସଂଜୟ ଅଧିକାରୀ, ବାବୁଲି ସାହୁ, ବାପି ପଣ୍ଡା, ସୂର୍ଯ୍ୟ ନାରାୟଣ ପାତ୍ର, ରାଜା ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ନଗର କଂଗ୍ରେସ ସଭାପତି ବସନ୍ତ କୁମାର ପଣ୍ଡା ପରିଚାଳନା କରିଥିଲେ।

Exit mobile version