ଗଜପତିରେ ପୁଣି 3 କରୋନା ପଜିଟିଭ ଚିହ୍ନଟ !!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ପୁଣି 3 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଗଜପତି ଜିଲ୍ଲାପାଳ ଅନୁପମ ସାହା ସୂଚନା ଦେଇଛନ୍ତି ।ପାରଳା ପୌର ପରିଷଦରୁ ଜଣେ , ଗୋଶାଣି ବ୍ଲକରୁ 2ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ପଜିଟିଭ ଚିହ୍ନଟ ହେବା ପରେ କିଛି ଜଣଙ୍କୁ ହୋମ ଆଇସୋଲେସନ ଏବଂ କିଛି ଜଣଙ୍କୁ କୋଭିଡ଼ ହସ୍ପିଟାଲ/କୋଭିଡ କେୟାରକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଗଜପତି ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *