ଗଜପତି ଜିଲ୍ଲାରେ ପୁଣି ଚାରି ପଜିଟିଭ !!

0
211

Loading

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ପୁଣି ଚାରି ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସମ୍ପର୍କରେ ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା . ଜିଲ୍ଲା ଅନ୍ତର୍ଗତ ମୋହନା ବ୍ଳକରୁ ଜଣେ, ପାରଳା ପୋୖର ପରିଷଦରୁ 3 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । କରୋନା ଚିହ୍ନଟ ହେବା ପରେ କିଛି ଜଣଙ୍କୁ ହୋମ ଆଇସୋଲେସନରେ ରହିବା ପାଇଁ ପରାମର୍ଶ ଦିଆଯାଇଥିବା ସମୟରେ ଅନ୍ୟ ମାନଙ୍କୁ କୋଭିଡ଼ କେୟାର ସେଣ୍ଟରକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଗଜପତି ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here