ସୁକିନ୍ଦା ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦାରେ ବିଜୁଜନତା ଦଳ ତରଫରୁ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡେଇଙ୍କ ଉପସ୍ଥିତରେ ସୁକିନ୍ଦା ଗଡର ବହୁ ପୁରୁଖା ବିଜେଡି କର୍ମୀ ବନ୍ଧୁମିଳନ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ .

ଏହି ଅବସରରେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡେଇଙ୍କ ଦ୍ୱାରା ସୁକିନ୍ଦା ଗଡ ରେ ବିଜୁଜନତା ଦଳର କାର୍ଯ୍ୟାଳୟ ଉଦଘାଟନ ହୋଇଯାଇଛି ।