ଭାରସାମ୍ୟ ହରାଇ ଖୁଣ୍ଟରେ ପିଟିହେଲା ବାଇକ

0
278

ନୟାଗଡ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ବାହାଡାଝୋଲା ବଡ଼ପଦା ପାଣିଟାଙ୍କି ନିକଟରେ ଏକ ବାଇକ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟ କୁ ପିଟି ଦେଇଥିଲା | ଯାହା ଫଳରେ ଆରୋହୀ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି | ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବାଇକ କୁ ଜବତ କରିବା ସହିତ ଆହତ ଙ୍କୁ ଆମ୍ବୁଲାନ୍ସ ଯୋଗେ ନୟାଗଡ ମୁଖ୍ୟ ଚିକିତ୍ସାଳୟ କୁ ପଠାଇଛନ୍ତି | ସେଠାରେ ତାଙ୍କର ଅବସ୍ଥା ଗୁରୁତ୍ୱପୂର୍ଣ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ କୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି |

LEAVE A REPLY

Please enter your comment!
Please enter your name here