ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଗଜପତି ଜିଲ୍ଲାପାଳ ଅନୁପମ ସାହା ସୂଚନା ଦେଇଛନ୍ତି । ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ମାନଙ୍କୁ ହୋମ ଆଇସୋଲେସନରେ ରହିବା ପାଇଁ ପରାମର୍ଶ ଦିଆଯାଇଛି . ତେବେ କରୋନା ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।
ଗଜପତିରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ !

