Site icon Awaj Media

ବାତିଲ ହେବ ପିପିଲି ଉପ ନିର୍ବାଚନ !!

Spread the love

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଅଧାରେ ଅଟକିଲା ପିପିଲି ଫାଇଟ . ପିପିଲି ଉପନିର୍ବାଚନରେ କଂଗ୍ରେସ ଦଳରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ମୃତ୍ୟୁ । କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ଘଟିଛି ।

Exit mobile version