Site icon Awaj Media

ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ରେ ଶିକ୍ଷଣ ସାମଗ୍ରୀ ପ୍ରଶିକ୍ଷଣ ମେଳା ଅନୁଷ୍ଠିତ !!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲା ରଣପୁର ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବନଲତା ବେହେରାଙ୍କ ତତ୍ୱବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ବିରୁପାକ୍ଷ ମହାପାତ୍ର, ଶିକ୍ଷୟିତ୍ରୀ ସୁଲତା ମିଶ୍ର, ସୁଜାତା ସାହୁ, ତିଲୋତମା ଦେଇ, ମଧୁମିତା ଶତପଥୀ, ଶ୍ରଦ୍ଧାଞ୍ଜଳି ଦାସ, ଶିକ୍ଷକ ସୁଶାନ୍ତ କୁମାର ସାମନ୍ତରାୟ, ମନୋରଞ୍ଜନ ମହାରଣାଙ୍କ ସହ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ l ବରିଷ୍ଠ ଶିକ୍ଷକ ବସନ୍ତ କୁମାର ସାହୁ କାର୍ଯ୍ୟକ୍ରମର ତଦାରଖ କରିଥିଲେ ।

Exit mobile version