ଗଜପତିରେ ପୁଣି 10 ଜଣ କରୋନା ପଜିଟିଭ ଚିହ୍ନଟ !!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ଆଜି ପୁଣି 10 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା . ସେମାନଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରରେ 2 ଜଣ, ଗୋଶାଣି ବ୍ଳକ ରେ 3 ଜଣ, କାଶୀ ନଗର ବ୍ଳକରେ ଜଣେ, ଆର ଉଦୟଗିରି ବ୍ଳକରେ 4 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତ ମାନଙ୍କ ମଧ୍ୟରୁ କିଛି ଜଣଙ୍କୁ କୋଭିଡ଼ ହସ୍ପିଟାଲ, କୋଭିଡ଼ କେୟାର ସେଣ୍ଟରରେ ରଖା ଯାଇଥିବା ସମୟରେ ଅନ୍ୟ କିଛି ହୋମ ଆଇସୋଲେସନରେ ରହିଥିବା କଥା ଗଜପତି ଜିଲ୍ଲାପାଳ ଅନୁପମ ସାହା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *