ଆମ ରିପୋଟରକନ୍ଧମାଳଜିଲ୍ଲାରାଜ୍ୟ

କ.ନୂଆଗାଁ ବ୍ଲକ ଅଞ୍ଚଳରେ ଅଜଣା ରୋଗ ଆତଙ୍କ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଲକ୍ କଞ୍ଜାମେଣ୍ଡି ଅଞ୍ଚଳରେ ଅଜଣା ରୋଗ ଆତଙ୍କ ଦେଖାଦେଇଛି…

ଆମ ରିପୋଟରଜିଲ୍ଲାଢେଙ୍କାନାଳ

କଙ୍କଡ଼ାହାଡ଼ ସାମ୍ବାଦିକ ସଂଘ ତରଫରୁ ରକ୍ତଦାନ ଶିବିର !!

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ରଞ୍ଜିତ ବେହେରା : ଢେଙ୍କାନାଳ ଜିଲ୍ଳା କଙ୍କଡାହାଡ଼ ବ୍ଲକ ସାମ୍ବାଦିକ ସଂଘ ତରଫରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ…

ଆମ ରିପୋଟରଜିଲ୍ଲାନୟାଗଡ

ନୟାଗଡ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ପରିସରରେ ଅଗ୍ନିଶମ ବିଭାଗର ମକଡ୍ରିଲ!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ ଜିଲ୍ଲା ଅଗ୍ନିଶମ ବିଭାଗ ପକ୍ଷରୁ ଖୁଣ୍ଟୁବନ୍ଧ ସ୍ଥିତ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ,…

ଆମ ରିପୋଟରଜିଲ୍ଲାଢେଙ୍କାନାଳ

ହାଇୱା ଧକ୍କା ରେ ଆର୍ମି ଯବାନଙ୍କ ସହ ଜଣେ ମୃତ !!

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ରଞ୍ଜିତ ବେହେରା : ଢେଙ୍କାନାଳ ଜିଲ୍ଲାର ଭାପୁର ନିକଟବର୍ତ୍ତୀ ରଥପଦା ଓ ଘଟିପିରି ରାସ୍ତାରେ ଘଟିଯାଇଛି ମର୍ମନ୍ତୁଦ ଦୁର୍ଘଟଣା…

ଅପରାଧଆମ ରିପୋଟରଜଗତସିଂହପୁରଜିଲ୍ଲା

ଜଗତସିଂହପୁର ପୋଲିସ କବଜାରେ ବୋମାମାଡ ଘଟଣାର ମୁଖ୍ୟ ଅଭିଯୁକ୍ତ !

ଜଗତସିଂହପୁର ( ଆୱାଜ ମିଡ଼ିଆ ) – ସୁନୀଲ କୁମାର ଲେଙ୍କା : ମଦ ଟେଣ୍ଡର କୁ କେନ୍ଦ୍ର କରି ଗତ ୭ ତାରିଖ ରାତିରେ ଘଟିଥିବା…

ଆମ ରିପୋଟରକନ୍ଧମାଳଜିଲ୍ଲା

ଦୁଇଜଣ ପଜିଟିଭ୍ ଚିହ୍ନଟ ପରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ପ୍ରଶାସନ

କନ୍ଧମାଳ ( ଆୱାଜ଼ ମିଡ଼ିଆ – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକର ଚଣାପଦର ଅଞ୍ଚଳରୁ ଦୁଇଜଣ ପଜିଟିଭ ଚିହ୍ନଟ…

ଆମ ରିପୋଟରଜିଲ୍ଲାଢେଙ୍କାନାଳ

ବୃଦ୍ଧଙ୍କୁ କଚାଡି ମାରିଲା ହାତୀ !!!

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ରଞ୍ଜିତ ବେହେରା : ଓଡ଼ପଡା ବ୍ଲକ ଭାପୁର ଫାଣ୍ଡି ଅନ୍ତର୍ଗତ କୋତମ ଗ୍ରାମରେ ଜଣେ ବୃଦ୍ଧଙ୍କର ହାତୀ ଆକ୍ରମଣରେ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ବିଦ୍ୟୁତ ଆଘାତରେ କନଷ୍ଟ୍ରକସନ କର୍ମଚାରୀ ମୃତ

କନ୍ଧମାଳ ( ଆୱାଜ଼ ମିଡ଼ିଆ – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡ଼ି ଥାନା ଆଲାରୀ ଗ୍ରାମ ନିକଟରେ ଥିବା ତ୍ରିଶକ୍ତି…

ଆମ ରିପୋଟରକଟକଜିଲ୍ଲା

ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତିବାଦରେ ଉତ୍କଳ ବିକାଶ ପରିଷଦ ପକ୍ଷରୁ ଦାବିପତ୍ର ପ୍ରଦାନ ।

କଟକ ( ଆୱାଜ ମିଡ଼ିଆ ) – ପ୍ରିୟବ୍ରତ ପଟ୍ଟନାୟକ : ରାଜ୍ୟରେ ବର୍ଦ୍ଧିତ ବିଦ୍ୟୁତ ଦର ଲାଗୁ ପ୍ରତିବାଦରେ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ…

ଆମ ରିପୋଟରଗଜପତିଜିଲ୍ଲା

ଗଜପତି ଜିଲ୍ଲା ବିଜେପିର ଜିଲ୍ଲାସ୍ତରୀୟ କାର୍ଯ୍ୟକାରିଣୀ ବୈଠକ !!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଶ୍ୱନାଥ ଫକ୍ସନ ହଲ ଠାରେ ଜିଲ୍ଲା…