Site icon Awaj Media

ଗଜପତିରେ ପୁଣି 91ଜଣ କରୋନା ପଜିଟିଭ ଚିହ୍ନଟ !!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ଆଜି ପୁଣି 91 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସମ୍ପର୍କରେ ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା . ସେମାନଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରରେ 41 ଜଣ, ଗୋଶାଣି ବ୍ଳକରେ 17 ଜଣ, ଗୁମ୍ମା ବ୍ଳକରୁ ଜଣେ, କାଶୀ ନଗର ବ୍ଳକରୁ 12 ଜଣ, ମୋହନା ବ୍ଳକରୁ 11 ଜଣ, ଆର.ଉଦୟଗିରି ବ୍ଳକରୁ 3ଜଣ, ରାୟଗଡ଼ ବ୍ଳକରୁ ଜଣେ, ଗଜପତିରୁ ଜଣେ ଚିହ୍ନଟ ହୋଇଥିବା ବେଳେ ରାଜ୍ୟ ବାହାରୁ ପାଞ୍ଚଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ର ଗଜପତି ଜିଲ୍ଲାପାଳ ସୂଚନା ଦେଇଛନ୍ତି . ପଜିଟିଭ ଚିହ୍ନଟ ହେବା ପରେ ଏମାନଙ୍କ ମଧ୍ୟରୁ କିଛି ଜଣଙ୍କୁ କୋଭିଡ଼ ହସ୍ପିଟାଲ, କୋଭିଡ଼ କେୟାର ସେଣ୍ଟର ଓ ହୋମ ଆଇସୋଲେସନରେ ରଖାଯାଇ ଥିବାର ଗଜପତି ଜିଲ୍ଲାପାଳ ଅନୁପମ ସାହା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Exit mobile version