ସୁକିନ୍ଦା ଇମ୍ଫା ଖଣି ମଧ୍ୟରେ ଥିବା କ୍ରସରରେ ଦୁର୍ଘଟଣା : ଜଣେ ମୃତ ଜଣେ ଆହତ ।

Spread the love

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା କାଳିଆପାଣି ସ୍ଥିତ ଇମ୍ଫା ଖଣି ମଧ୍ୟରେ ଥିବା କ୍ରସରରେ ଆଜି ରାତି 9 ଘଟିକା ସମୟରେ ଦୁର୍ଘଟଣା ଘଟିଥିବା ବେଳେ ଘଟଣା ସ୍ଥଳରେ ଜଣେ ଶ୍ରମିକ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଅଛି . ତେବେ ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଥିବା ଜଣାଯାଇଛି । ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ କାଳିଆପାଣି ଥାନା କର୍ମଚାରୀ ପହଞ୍ଚି ତଦନ୍ତ ଜାରି ରଖିବା ସହିତ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।

Leave a Reply

Your email address will not be published. Required fields are marked *