ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ବାତ୍ୟା ସତର୍କତା ।

0
228
Spread the love

କଣିହାଁ ( ଆୱାଜ ମିଡ଼ିଆ ) – ଅଶ୍ୱିନୀ କୁମାର ଦେବତା : ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ଆଜି ଅନୁଗୋଳ ଜିଲ୍ଲା ତାଳଚେର ଉପଖଣ୍ଡ ସମଲ ପୋଲିସ ପ୍ରଶାସନ ପକ୍ଷରୁ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ଜନସାଧାରଣଙ୍କୁ ସଚେତନ କରାଯାଇଛି । ବାତ୍ୟା ସମୟରେ ସମସ୍ତେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବା ସହିତ ନିଜ ନିଜ ପରିବାରକୁ ସୁରକ୍ଷିତ ରଖିବା ସହିତ ଅମଳ ଶସ୍ୟ କୁ ମଧ୍ୟ ସୁରକ୍ଷିତ ରଖିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏହା ସହିତ ପବନ ବେଳେ କେହି ବାହାରକୁ ନ ବାହାରିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here