ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ ଗୋଟିଏ ପାଦ ଆଗକୁ ଗଲା ନୟାଗଡ ଜିଲ୍ଲା !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲାବାସୀଙ୍କ ପାଇଁ ଖୁସି ଖବର । ଜନସାଧାରଣ ଙ୍କ ସେବା ପାଇଁ ଛଅ ଶଯ୍ୟା ବିଶିଷ୍ଟ ଆଇ ସି.ୟୁ ବେଡ଼ ବ୍ୟବସ୍ଥା ଏବଂ ଚାନ୍ଦପୁର ବସନ୍ତ ମଞ୍ଜରୀ ଡାକ୍ତରଖାନାରେ ଅକ୍ସିଜେନ ଉତ୍ପାଦି କରଣ ଓ ବଣ୍ଟନ ବ୍ୟବସ୍ଥା ର ଭର୍ଚୁଆଲ ମାଧ୍ୟମରେ ଶୁଭ ଉଦଘାଟନ କରିଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଶିଳାନ୍ୟାସ ଉତ୍ସବ ରେ ନୟାଗଡ ଜିଲ୍ଲାପାଳ ଡ.ପୋମା ଟୁଡୁ , ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ନୟାଗଡ଼ ବିଧାୟକ ତଥ ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *