ଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାରାଜ୍ୟ

କଣ୍ଟେନମେଣ୍ଟ ଜୋନ ଘୋଷଣା ପରେ ବଢୁଛି ଦୁର୍ଦ୍ଦଶା : ପ୍ରଶାସନ ନୀରବଦ୍ରଷ୍ଟା !!!

ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ବାଙ୍କୀ ଉପଖଣ୍ଡ ପୁଇଁଚା ଗ୍ରାମପଞ୍ଚାୟତ ର କଢ଼ାମଲ୍ଲ ଗ୍ରାମରେ ସଂକ୍ରମିତଙ୍କ ସଂଖ୍ୟା ବଢିବା ପରେ…

ଆମ ରିପୋଟରଜିଲ୍ଲାଢେଙ୍କାନାଳ

ଢେଙ୍କାନାଳ ସାଂସଦ ଙ୍କ ଦ୍ଵାରା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା !!!

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ରଞ୍ଜିତ ବେହେରା : ଢେଙ୍କାନାଳ ସର୍କିଟ ହାଉସ ଠାରେ ଢେଙ୍କାନାଳ ସାଂସଦ ମହେଶ ସାହୁ ଏକ ସମୀକ୍ଷା ବୈଠକରେ…

ଆମ ରିପୋଟରକନ୍ଧମାଳଜିଲ୍ଲା

କରୋନା ଆକ୍ରାନ୍ତ ବୃଦ୍ଧଙ୍କ ଶବ ସତ୍କାର କଲେ ଟିମ ହ୍ୟୁମାନିଟି ର ସଦସ୍ୟ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଚକାପାଦ ବ୍ଲକ ବ୍ରାହ୍ମଣପାଦ ଅଞ୍ଚଳର ଜଣେ ୫୫…

ଆମ ରିପୋଟରଜିଲ୍ଲାଯାଜପୁର

ସୁକିନ୍ଦା ଗଡ଼କୁ ୨ ରୁ ୪ ତାରିଖ ପର୍ଯ୍ୟନ୍ତ ସର୍ଟଡାଉନ ଘୋଷଣା !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦାଗଡରେ କରୋନା ଦ୍ଵିତୀୟ ଲହର କ୍ଷୀପ୍ର ଗତିରେ ବ୍ୟପୁଥିବାରୁ ସୁକିନ୍ଦା ସରପଞ୍ଚଙ୍କ ନିର୍ଦ୍ଦେଶ କ୍ରମେ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଚୋରା ଚାଲାଣ ସମୟରେ ରାସ୍ତାରୁ ଗଞ୍ଜେଇ ଜବତ : ୩ ଗିରଫ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ପାଡ଼ିପଙ୍ଗା ଗ୍ରାମରେ ପୋଲିସ ଚଢ଼ାଉ କରି ୧୭…

ଆମ ରିପୋଟରକନ୍ଧମାଳଜିଲ୍ଲା

ପାଇଖାନା ଟାଙ୍କି ଖୋଳୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଘରମାଲିକ ଓ ଶ୍ରମିକଙ୍କ ଜୀବନ ଗଲା !

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ପାଇଖାନା ଟାଙ୍କି ଖୋଳୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି…

ଅପରାଧଆମ ରିପୋଟରଜିଲ୍ଲାଯାଜପୁର

ଜମିବାଡ଼ି ବିବାଦକୁ ନେଇ ଯୁବକଙ୍କୁ ଗୋଡେଇ ଗୋଡେଇ ପିଟିଲେ ପଡୋଶୀ !!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ଥାନା ଅନ୍ତର୍ଗତ ବୈରିମାଳ ଗ୍ରାମରେ ଜମିବାଡ଼ି ବିବାଦକୁ ନେଇ ତୁମୁଳ କାଣ୍ଡ .…