ଖଣ୍ଡପଡ଼ା ଆଞ୍ଚଳିକ ସାମ୍ବାଦିକ ସଂଘର ୩୭ ତମ ପ୍ରତିଷ୍ଠା ଦିବସ !!! Awaj Media 5 years ago Spread the love ଭାପୁର ( ଆୱାଜ ମିଡ଼ିଆ ) – ବିଶ୍ୱଜିତ ବାରିକ : ଖଣ୍ଡପଡ଼ା ଆଞ୍ଚଳିକ ସାମ୍ବାଦିକ ସଂଘର ୩୭ ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ ହୋଇଯାଇଛି . ଖଣ୍ଡପଡା କଲ୍ୟାଣମଣ୍ଡପ ଠାରେ ଆୟୋଜିତ ଏହି ଉତ୍ସବରେ ଏକ ପାଠାଗାର ଉଦ୍ଘାଟନ ହୋଇଥିଲା .