Site icon Awaj Media

ଭାପୁର ବ୍ଲକ କର୍ମଚାରୀଙ୍କ କରୋନା ଟେଷ୍ଟ : ଜଣେ ପଜିଟିଭ ଚିହ୍ନଟ

Spread the love

ଭାପୁର ( ଆୱାଜ ମିଡ଼ିଆ ) – ବିଶ୍ୱଜିତ ବାରିକ : ଭାପୁର ବ୍କକ କାର୍ଯ୍ୟାଳୟରେ ବିଡ଼ିଓ ଙ୍କ ନିର୍ଦ୍ଦେଶରେ କାର୍ଯ୍ୟାଳୟର ୨୫ଜଣ କର୍ମଚାରୀଙ୍କ କରୋନା ପରୀକ୍ଷା କରାଯାଇଥିଲା . ସେମାନଙ୍କ ମଧ୍ୟରୁ ଜଣେ କର୍ମଚାରୀଙ୍କ ଆଣ୍ଟିଜେନ ପରୀକ୍ଷାରେ ପଜିଟିଭ୍ ଚିହ୍ନଟ ହୋଇଥିଲା । ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆସନ୍ତା ଶନିବାର ସକାଳ ୬ ଟା ପର୍ଯ୍ୟନ୍ତ କାର୍ଯ୍ୟାଳୟକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ଆସନ୍ତା ସୋମବାର ଦିନ ବ୍କକ କାର୍ଯ୍ୟାଳୟ ଖୋଲିବ ବୋଲି ସୂଚନା ମିଳିଛି ।

Exit mobile version