ଆମ ରିପୋଟରଗଜପତିଜିଲ୍ଲା

ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ପକ୍ଷରୁ ଦାବିପତ୍ର ପ୍ରଦାନ

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳାଖେମୁଣ୍ଡି ଠାରେ ଥିବା ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ଗଜପତି ଜିଲ୍ଲାଶାଖା ପକ୍ଷରୁ ଦେଶରେ ହୁ…

ଆମ ରିପୋଟରଜିଲ୍ଲାନୟାଗଡ

ଅହେତୁକ ଦରବୃଦ୍ଧି ପ୍ରତିବାଦ : ନୟାଗଡରେ କମ୍ୟୁନିଷ୍ଟ ଦଳ ପକ୍ଷରୁ ବିକ୍ଷୋଭ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ଦେଶ ତଥା ରାଜ୍ୟରେ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ, ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ର…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାମୁଖ୍ୟ ଖବରସ୍ମାର୍ଟ ସିଟି

ଆକାଶଛୁଆଁ ମୂଲ୍ୟବୃଦ୍ଧି ପ୍ରତିବାଦରେ କମ୍ୟୁନିଷ୍ଟ ଦଳର “ଓଡିଶା ବନ୍ଦ” !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଓ ଅନ୍ୟାନ୍ୟ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଆକାଶଛୁଆଁ ମୂଲ୍ୟବୃଦ୍ଧି…

ଆମ ରିପୋଟରଜିଲ୍ଲାନୟାଗଡ

ଚାନ୍ଦପୁର ଠାରୁ ଏନଏଚ ୧୬ କୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଶୋଚନୀୟ ।

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଠାରୁ ଏନ ଏଚ ୧୬ କୁ ସଂଯୋଗ କରୁଥିବା ରାସ୍ତା…

ଆମ ରିପୋଟରଜିଲ୍ଲାଢେଙ୍କାନାଳ

ସବୁ ନାଗରିକ ମାନଙ୍କ ପାଇଁ ଦୁଇଟି ସନ୍ତାନ ଆଇନ ପ୍ରଣୟନ କରିବା ପାଇଁ ଦାବି !!!

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ରଞ୍ଜିତ ବେହେରା : ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ତରଫରୁ ପ୍ରଧାନମନ୍ତ୍ରୀ ଙ୍କ ଉଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡା ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ୍ ପକ୍ଷରୁ ଅଭିନବ ଉପାୟରେ ସଡ଼କ ସୁରକ୍ଷା ସଚେତନତା…

ଅପରାଧଆମ ରିପୋଟରଜିଲ୍ଲାଯାଜପୁର

ପିମ୍ପୁଡିଆ ଗ୍ରାମରେ ମହିଳାଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ସନ୍ଦେହରେ କୁହେଳୀ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ପିମ୍ପୁଡିଆ ଗ୍ରାମର ସବିତା ମହାନ୍ତ ଙ୍କର ଆକସ୍ମିକ ମୃତ୍ୟୁକୁ ନେଇ ସନ୍ଦେହରେ କୁହେଳୀ ,…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଇକ ଦୁର୍ଘଟଣା : ଜଣେ ମୃତ – ଜଣେ ଗୁରୁତର !

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନାର ଦାସିଙ୍ଗବାଡ଼ି ଗ୍ରାମ ନିକଟ…