Site icon Awaj Media

ଭାପୁର ରେ ପତାକା ଉତ୍ତୋଳନ କଲେ ବ୍ଲକ ଅଧ୍ୟକ୍ଷା !!!

Spread the love

ଭାପୁର ( ଆୱାଜ ମିଡ଼ିଆ ) – ବିଶ୍ୱଜିତ ବାରିକ : ଭାପୁର ବ୍ଲକ କାର୍ଯ୍ୟାଳୟରେ ୭୫ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି . ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତିଲତା ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ .

Exit mobile version