Home2021August15ଭାପୁର ରେ ପତାକା ଉତ୍ତୋଳନ କଲେ ବ୍ଲକ ଅଧ୍ୟକ୍ଷା !!! ଭାପୁର ରେ ପତାକା ଉତ୍ତୋଳନ କଲେ ବ୍ଲକ ଅଧ୍ୟକ୍ଷା !!! August 15, 2021August 15, 2021byAwaj Media Spread the love ଭାପୁର ( ଆୱାଜ ମିଡ଼ିଆ ) – ବିଶ୍ୱଜିତ ବାରିକ : ଭାପୁର ବ୍ଲକ କାର୍ଯ୍ୟାଳୟରେ ୭୫ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି . ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତିଲତା ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ .
ଶିକ୍ଷକ ନେତା ନିତ୍ୟାନନ୍ଦ ଦାସଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ !!! Spread the loveSpread the loveରକ୍ତଦାନ ଶିବିର ଆୟୋଜିତ : ପ୍ରଥମ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମେଧା ବୃତ୍ତି ଘୋଷଣା ରାସଗୋବିନ୍ଦପୁର ( ଆୱାଜ ମିଡ଼ିଆ ) –…
ଜଗତସିଂହପୁର ରେ କରୋନା ଟୀକାକରଣ ର ଶୁଭାରମ୍ଭ । Spread the loveSpread the loveଜଗତସିଂହପୁର ( ଆୱାଜ ମିଡ଼ିଆ ) – ସୁନୀଲ କୁମାର ଲେଙ୍କା : ବହୁ ପ୍ରତୀକ୍ଷା ପରେ ସାରା ଦେଶରେ ଆରମ୍ଭ ହୋଇଛି କରୋନା…
ଆଦର୍ଶବାଦୀ ୟଙ୍ଗଷ୍ଟାର କ୍ଳବ୍ ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନୀତ !!! Spread the loveSpread the loveଭାପୁର ( ଆୱାଜ ମିଡ଼ିଆ ) – ବିଶ୍ବଜିତ ବାରିକ : ଭାପୁର ବ୍ଲକର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଆଦର୍ଶବାଦୀ ୟଙ୍ଗଷ୍ଟାର କ୍ଳବ୍ କୁ…