ଆମ ରିପୋଟରଜିଲ୍ଲାନୟାଗଡରାଜ୍ୟ

ଭାପୁର ବ୍ଲକ ପରିସର ଠାରୁ ୧୦୦ ମିଟର ପରିସୀମା ଓ ଭାପୁର ବଜାର ଅଞ୍ଚଳରେ ୧୪୪ ଧାରା ଲାଗୁ !!!

ଭାପୁର ( ଆୱାଜ ମିଡ଼ିଆ ) – ବିଶ୍ୱଜିତ ବାରିକ : ନିର୍ଣ୍ଣାୟକ ମୋଡରେ ଭାପୁର ବ୍କକ ଅଧ୍ୟକ୍ଷା – ଉପାଧ୍ୟକ୍ଷ ବିବାଦ . ବ୍ଲକ ଅଧ୍ୟକ୍ଷା…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ରେଳ ଷ୍ଟେସନରେ ସ୍ଵତନ୍ତ୍ର ଯାଞ୍ଚ ଅଭିଯାନ : ୫ କେଜିରୁ ଊର୍ଦ୍ଧ୍ଵ ଗଞ୍ଜେଇ ଜବତ, ଜଣେ ଗିରଫ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଆରପିଏଫ ଥାନା ଅଧିକାରୀ ମହେଶ୍ଵର ଚଣ୍ଡରାୟଙ୍କ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜ୍ୟ

ଅର୍ଥ ଆତ୍ମସାତ ଅଭିଯୋଗରେ ମୁଖ୍ୟ କିରାଣୀଙ୍କୁ ପଦଚ୍ୟୁତ ଘଟଣା : ପ୍ରତିକ୍ରିୟା ରଖିଲେ ଅଧ୍ୟକ୍ଷ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟ ରେ ଲକ୍ଷାଧିକ ଟଙ୍କାର ଦୁର୍ନୀତି ଅଭିଯୋଗ…

ଆମ ରିପୋଟରଜିଲ୍ଲାଯାଜପୁରରାଜ୍ୟ

ଅମଳେନ୍ଦୁ ବେହୁରାଙ୍କ ବନ୍ଧୁ ମିଳନ କାର୍ଯ୍ୟକ୍ରମକୁ ନେଇ ସୁକିନ୍ଦା ରାଜନୀତି ଚଳଚଞ୍ଚଳ ।

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ବିଗତ ଦିନରେ ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ରାଜନୀତିରେ ହଟଚମକ ସୃଷ୍ଟି କରିଥିବା ଅମଳେନ୍ଦୁ ବେହୁରା…

ଆମ ରିପୋଟରଜିଲ୍ଲାନୟାଗଡରାଜ୍ୟ

ମେଧା ଛାତ୍ରଛାତ୍ରୀଙ୍କୁ ପ୍ରତିବର୍ଷ ମିଳିବ ଆର୍ଥିକ ପ୍ରୋତ୍ସାହନ !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ଓଡ଼ଗାଁ ବ୍ଲକ କୁରାଳ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଦଣ୍ଡୋର ଠାରେ ଜୟଶ୍ରୀ ପାଣିଷଣ୍ଢ ଯୁବ ସଂସଦ…

ଆମ ରିପୋଟରଜିଲ୍ଲାଢେଙ୍କାନାଳ

ଢେଙ୍କାନାଳରେ ଷ୍ଟୁଡିଓ ଇଲେଭେନ ର ଶୁଭ ଉଦଘାଟନ !!!

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ରଞ୍ଜିତ ବେହେରା : ଢେଙ୍କାନାଳ ସହରସ୍ଥିତ କାଞ୍ଚନ ବଜାର ଠାରେ ଅତ୍ୟାଧୁନିକ ଶୈଳୀର ପାର୍ଲର ଓ ସ୍ପା ପାଇଁ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜ୍ୟ

ନିଆରା ଢଙ୍ଗରେ ସ୍ୱାଧୀନତା ଦିବସ ପାଳିଲା ନବ ନିର୍ମାଣ କୃଷକ ସଙ୍ଗଠନ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ ଗେଡ଼ିଆପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ଗୌଡ଼ପଟଣା ଗ୍ରାମରେ ନବ ନିର୍ମାଣ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜ୍ୟ

ବଜ୍ରପାତରେ ଟଳି ପଡିଲେ ବୃଦ୍ଧ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଭୁଷକାପଡ଼ା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା ଘଟିଯାଇଛି…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜ୍ୟ

ସାହିତ୍ୟାନୁଷ୍ଠାନ ପକ୍ଷରୁ ଚାରାରୋପଣ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ବେଗୁନିଆ ସାହିତ୍ୟାନୁଷ୍ଠାନ ପକ୍ଷରୁ ସ୍ଥାନୀୟ ପଞ୍ଚାୟତ ସମିତି ପ୍ରାଥମିକ ବିଦ୍ୟାଳୟ ସଂଲଗ୍ନ ଶ୍ମଶାନ ପଡ଼ିଆରେ…

ଆମ ରିପୋଟରକଟକଜିଲ୍ଲାରାଜ୍ୟ

ନରସିଂହପୁର ଲେଖକ ସାମ୍ମୁଖ୍ୟ ର ସାହିତ୍ୟ ଆସର ।

ନରସିଂହପୁର ( ଆୱାଜ ମିଡ଼ିଆ ) – ଗୋପାଳ ଚନ୍ଦ୍ର ବେହେରା : ନରସିଂହପୁର ଲେଖକ ସାମ୍ମୁଖ୍ୟ ର ସଭାପତି ପ୍ରଧାନୀ ବୃନ୍ଦାବନ ମହାପାତ୍ର ଙ୍କ ସଭାପତିତ୍ୱରେ…