କଟକ ( ଆୱାଜ ମିଡ଼ିଆ ) – ପ୍ରିୟବ୍ରତ ପଟ୍ଟନାୟକ : କଟକ ସଦର ବୟାଳିଶ ମୌଜା ଉପକଣ୍ଠ ବରାଳ ଗ୍ରାମରେ ଥିବା ମା ନାରାୟଣୀ କ୍ଲବ ପକ୍ଷରୁ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସମାଜସେବୀ ସୁରେନ୍ଦ୍ରନାଥ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କ୍ଲବର ସଦସ୍ୟ ବୃନ୍ଦ ଉପସ୍ଥିତ ରହି ଆଗାମୀ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ ।
ବରାଳରେ ମା ନାରାୟଣୀ କ୍ଲବ ପକ୍ଷରୁ କାର୍ଯ୍ୟକାରିଣୀ ବୈଠକ ।

