ଛେଣ୍ଡିପଦା ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଜରପଡା ଥାନା ଅନ୍ତର୍ଗତ ଅମାନ୍ତପୁର ଗ୍ରାମରେ ଘଟିଛି ଅଭାବନୀୟ ଘଟଣା . କୂଅରେ ପଡ଼ି ଜଣେ ଅଜଣା ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି . ଅନୁଗୋଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ଅମାନ୍ତପୁର ଗ୍ରାମରେ କୂଅରେ ପଡ଼ି ଜଣେ ଅଜଣା ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବ। ଜଣା ପଡିବା ପରେ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି କୂଅ ଭିତରୁ ମୃତଦେହ ଉଦ୍ଧାର କରିଥିଲେ ।
କୂଅରେ ପଡ଼ି ଜଣେ ଅଜଣା ବ୍ୟକ୍ତିଙ୍କର ମୃତ୍ୟୁ !!!

