ଗାନ୍ଧୀ ଜୟନ୍ତୀରେ ଵସ୍ତ୍ର ବିତରଣ କଲା ସ୍ୱେଚ୍ଛାସେବୀ ଅନୁଷ୍ଠାନ !!!

Spread the love

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଅନ୍ତର୍ଗତ ସାରୁଅ ଗ୍ରାମର ଆଦିବାସୀ ସାହିରେ ୟୋର୍ସ ହୋପ ଫାଉଣ୍ଡେସନ ପକ୍ଷରୁ ପବିତ୍ର ଗାନ୍ଧୀ ଜୟନ୍ତୀରେ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଅନୁଷ୍ଠାନର ଅଧ୍ୟକ୍ଷ ରିନାରାଣୀ ନାୟକ, ବେଗୁନିଆ ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଦୀପ କୁମାର ସାହୁ ଓ ସ୍ଥାନୀୟ ସରପଞ୍ଚ ସୁଦର୍ଶନ ବେହେରା ପ୍ରମୁଖଙ୍କ ସମେତ ଅନୁଷ୍ଠାନ ର ସଦସ୍ୟ ମାନେ ଉପସ୍ଥିତ ରହିଥିଲେ ।

Leave a Reply

Your email address will not be published. Required fields are marked *