ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ରଞ୍ଜିତ ବେହେରା : ଢେଙ୍କାନାଳ ର କୋର୍ଟ ପରିସର ମଧ୍ୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଏକ ପ୍ରତିମୂର୍ତ୍ତୀ ଉନ୍ମୋଚନ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଏସ. ମୁରଲୀଧର ଉନ୍ମୋଚନ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ବାର ଆସୋସିଏସନ ର ସଭାପତି , ସମ୍ପାଦକ ଙ୍କ ସମେତ ଅନ୍ୟ ସଦସ୍ୟ ବୃନ୍ଦ ତଥା କୋର୍ଟର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ । ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଏସ. ମୁରଲୀଧର ଢେଙ୍କାନାଳ କୋର୍ଟର ଓକିଲ ସଂଘ ସହ ବିଭିନ୍ନ ଉନ୍ନତିକରଣ ବିଷୟ ଉପରେ ଆଲୋଚନା କରିଥିଲେ ।
କୋର୍ଟ ପରିସର ମଧ୍ୟରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତି ଉନ୍ମୋଚନ !!!

