Site icon Awaj Media

ଖୋର୍ଦ୍ଧାରେ ନୂତନ ଜିଲ୍ଲାପାଳଙ୍କ ଯୋଗଦାନ !!!

Spread the love

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧାରେ ନୂତନ ଜିଲ୍ଲାପାଳ ଭାବେ ସଂଗ୍ରାମ କେଶରୀ ମହାପାତ୍ର ଯୋଗ ଦେଇଛନ୍ତି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ, ଅତିରିକ୍ତ ରାଜସ୍ୱ ଜିଲ୍ଲାପାଳ ଅନୁଜ କୁମାର ଦାସ ପଟ୍ଟନାୟକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦେଶକ ଦିଗନ୍ତ କୁମାର ରାଉତରାୟ, ଭୁବନେଶ୍ୱର ଉପ-ଜିଲ୍ଲାପାଳ ଦେଵବ୍ରତ ସାହୁଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ମାନେ ଭେଟି ଶୁଭେଚ୍ଛା ଜ୍ଞାପନ କରିଥିଲେ ।

Exit mobile version