Site icon Awaj Media

ନୂତନ ପ୍ରଧାନଶିକ୍ଷକ ଙ୍କ କାର୍ଯ୍ୟରେ ଯୋଗଦାନ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ବିଦ୍ୟାଳୟ ରେ ନୂତନ ପ୍ରଧାନ ଶିକ୍ଷକ ଙ୍କ ଯୋଗଦାନ . ଗଜପତି ଜିଲ୍ଲା ଗୋଶାଣି ବ୍ଳକ କେରାଣ୍ଡି ପଞ୍ଚାୟତର ନୂଆ କେରାଣ୍ଡି ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ପ୍ରଧାନ ଶିକ୍ଷକ ଭାବେ ଏମ୍.ରବି କୁମାର ଦାୟିତ୍ୱ ଗ୍ରହଣ କରିଥିବାର ଜଣା ପଡ଼ିଛି । ଦାୟିତ୍ୱରେ ଥିବା ପ୍ରଧାନ ଶିକ୍ଷକ ସଦାନନ୍ଦ ପାତ୍ରଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ ପରେ ସ୍କୁଲର ଶିକ୍ଷକ ଭେଙ୍କେଟେ ରାମଣା ସଦାନନ୍ଦ ପାତ୍ର ଙ୍କ ସମେତ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ।

Exit mobile version