ଆମ ରିପୋଟରକନ୍ଧମାଳଜିଲ୍ଲା

ମିଥ୍ୟା ଖବରକୁ ନେଇ ଅଟକିଛି ବିଲ୍ : ତୁରନ୍ତ ବିଲ୍ କରିବା ପାଇଁ ସରପଞ୍ଚଙ୍କ ନିବେଦନ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ମିଥ୍ୟା ଖବରକୁ ନେଇ ଅଟକିଛି ବିଲ୍ । ଶ୍ରମିକ ଓ ଠିକାଦାର ହନ୍ତସନ୍ତ…

ଆମ ରିପୋଟରଗଜପତିଜିଲ୍ଲା

ମାନବିକ ଅଧିକାର ସାମ୍ମୁଖ୍ୟ ଇଣ୍ଡିଆ ପକ୍ଷରୁ ଜିଲ୍ଲାସ୍ତରୀୟ ମାନବିକ ଅଧିକାର ସମ୍ପର୍କିତ ସଚେତନତା କର୍ମଶାଳା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ମୋହନା ସ୍ଥିତ ହିଲଟପ୍ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷଠାରେ ହ୍ୟୁମାନ ରାଇଟ୍ସ ଫ୍ରଣ୍ଟ…

ଆମ ରିପୋଟରକଟକଜିଲ୍ଲା

ବାଙ୍କୀ ବିଜେପି ତରଫରୁ ବ୍ଲକ ଘେରାଉ : ମୁଖ୍ୟମନ୍ତ୍ରୀ ଓ ଦୁଇ ମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ !!!

ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ଶିକ୍ଷୟତ୍ରୀ ମମିତା ମେହେର ହତ୍ୟାକାଣ୍ଡରେ ସମ୍ପୃକ୍ତ ଓଡିଶା ସରକାରଙ୍କ ଦୁଇ ମନ୍ତ୍ରୀଙ୍କୁ ମନ୍ତ୍ରୀ ମଣ୍ଡଳରୁ…

ଆମ ରିପୋଟରଜିଲ୍ଲାନୟାଗଡ

ପ୍ରଖ୍ୟାତ ସାମ୍ବାଦିକ କାର୍ଟୁନିଷ୍ଟ କିଶୋର ରଥଙ୍କ ଅକାଳ ବିୟୋଗରେ ନୟାଗଡ଼ ଡିଜିଟାଲ ମିଡିଆ ସାମ୍ବାଦିକ ସଂଘ ପକ୍ଷରୁ ସ୍ମୃତିସଭା !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ପ୍ରଖ୍ୟାତ ସାମ୍ବାଦିକ ତଥା କାର୍ଟୁନିଷ୍ଟ କିଶୋର ରଥଙ୍କ ଅକାଳ ବିୟୋଗରେ ନୟାଗଡ଼ ଡିଜିଟାଲ ମିଡିଆ…

ଆମ ରିପୋଟରକନ୍ଧମାଳଜିଲ୍ଲା

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ବିଜେଡିର ପଞ୍ଚାୟତ ସ୍ତରୀୟ କର୍ମୀ ସମ୍ମିଳନୀ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଦନେକ୍ ବାଡ଼ି ଗ୍ରାମପଞ୍ଚାୟତ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁରରେ ତହସିଲରେ ନୂତନ ତହସିଲଦାର ଭାବରେ ଯୋଗଦେଲେ କୁଞ୍ଜବିହାରୀ ବଡ଼ଜେନା !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ତହସିଲରେ ଆଜି ନୂତନ ତହସିଲଦାର ଭାବେ କାର୍ଯ୍ୟରେ ଯୋଗ…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡାରେ ଗଡ଼ିଲା ଭୋଟର ସଚେତନତା ରଥ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଗଡିଲା ଭୋଟର ସଚେତନତା ରଥ । ସବୁଜ ପତକା…