କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : କେନ୍ଦ୍ରାପଡା ନିର୍ମାଣ ଶ୍ରମିକ ମାନଙ୍କର ବିଭିନ୍ନ କାର୍ଯ୍ୟଦାବୀ ଗୁଡିକୁ ନେଇ ବହୁବାର ଉଚ୍ଚ କର୍ତ୍ତୃପକ୍ଷ ତଥା ସରକାରଙ୍କୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ସଫଳ ନହେବାରୁ ପୂର୍ନବାର ଉଚ୍ଚ କର୍ତ୍ତୃପକ୍ଷ ଏବଂ ସରକାରଙ୍କ ଦୃଷ୍ଟି ଗୋଚର ନିମନ୍ତେ ଓଡ଼ିଶାର ବିଶିଷ୍ଟ ଶ୍ରମିକ ନେତା ଅଶୋକ କୁମାର ତ୍ରିପାଠୀଙ୍କ ନେତୃତ୍ବରେ କେନ୍ଦ୍ରାପଡ଼ା ଜିଲ୍ଲା ନିର୍ମାଣ ଶ୍ରମିକ ସଂଘ ଡ଼ାକରାରେ ନିର୍ମାଣ ଶ୍ରମିକମାନେ ଶ୍ରମ କାର୍ଯ୍ୟାଳୟ ନିକଟରୁ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଶାନ୍ତିପୂର୍ଣ୍ଣ ଭାବେ ଗଣ ଧାରଣା ଦେଇଥିଲେ ।
ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ଶୋଭାଯାତ୍ରା ଏବଂ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା !!!

