ଢେଙ୍କାନାଳ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଦ୍ୱାରା ସମ୍ବିଧାନ ଦିବସ ପାଳିତ !!!

Spread the love

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ରଞ୍ଜିତ ବେହେରା : ଢେଙ୍କାନାଳ ଜିଲ୍ଲା ଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧକ୍ଷ ଶ୍ରୀଯୁକ୍ତ ଶରତ କୁମାର ଦେହୁରୀଙ୍କ ନିର୍ଦ୍ଦେଶ କ୍ରମେ ଡିଜିଟାଲ ମାଧ୍ୟମରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଏହି ସମାରହରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସଚିବ ସୁକାନ୍ତ କିଶୋର ଜେନା ଉପସ୍ଥିତ ରହି ଭାରତୀୟ ସମ୍ବିଧାନର ଗଠନ ଓ କାର୍ଯ୍ୟକାରିତା ଏବଂ ଆଇନ ସେବାର ଅଧିକାର ଉପରେ ବିଷଦ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ପ୍ୟାନେଲ ଲୟର / ପି.ଏଲ.ଭି ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *