ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

୯୦ଟି ରୁପାନ୍ତରିତ ଉଚ୍ଚ ବିଦ୍ୟାଳୟକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲାର ୯୦ଟି ରୁପାନ୍ତରିତ ଉଚ୍ଚ ବିଦ୍ୟାଳୟକୁ ସୋମବାର ଅପରାହ୍ନରେ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ମାରୱାଡି ସମ୍ମିଳନୀ ଅନୁଗୋଳ ଶାଖା ପକ୍ଷରୁ ନିଶୁଳ୍କ ସ୍ଵାସ୍ଥ୍ୟ ଶିବିର !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଉତ୍କଳ ପ୍ରାଦେଶିକ ମାରୱାଡି ସମ୍ମିଳନୀ ଅନୁଗୋଳ ଶାଖା ପକ୍ଷରୁ ଏକ ନିଶୁଳ୍କ ସ୍ଵାସ୍ଥ୍ୟ ଶିବିର…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବିଜେପି ଛାଡ଼ି ବିଜେଡିରେ ଯୋଗଦେଲେ ଆୟତପୁର ଗ୍ରାମ ପଞ୍ଚାୟତରେ ୧୪ ପରିବାର !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଣପୁର ବ୍ଳକ ଆୟତପୁର ଗ୍ରାମ ପଞ୍ଚାୟତର ଶ୍ରୀ ଶ୍ରୀ ପାତାଳେଶ୍ଵର ମନ୍ଦିର ପ୍ରାଙ୍ଗଣରେ ବିଜେଡ଼ି…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଅନୁଗୁଳ ସହରରେ ପୁଣି ଏକ ଛିନତାଇ ଘଟଣା !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ସହରରେ ପୁଣି ଏକ ଛିନତାଇ ଘଟଣା ପୁଲିସର ପାରିବା ପଣିଆକୁ ପଦାରେ ପକାଇଛି…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଅଞ୍ଚଳରେ ବିବାହିତା ମହିଳାଙ୍କ ଠାରୁ ଲୁଟ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅର୍ନ୍ତଗତ ସୁନାକେରା ଗ୍ରାମର ଜଣେ ବିବାହିତ ମହିଳାଙ୍କ ଠାରୁ…

ଆମ ରିପୋଟରକଟକଜିଲ୍ଲାମୁଖ୍ୟ ଖବରରାଜନୀତିରାଜ୍ୟ

ପଶ୍ଚିମ ବାଙ୍କୀ କୁ ମଟନ ଝୋଳ : ପୂର୍ବ ବାଙ୍କୀ କୁ ବରା ସିଙ୍ଗଡ଼ା !!!

!!! ମିଶ୍ରଣ ପର୍ବରେ ବାଙ୍କୀ ବିଧାୟକଙ୍କ ପାତର ଅନ୍ତର !!! ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଘୋର ପାତର ଅନ୍ତର…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ବାଲୁଗାଁ ମହାବିଦ୍ୟାଳୟର ଛାତ୍ରୀଙ୍କୁ ସ୍ଵର୍ଣ୍ଣ ପଦକ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର ବରିଷ୍ଠ ସ୍ୱେଚ୍ଛାସେବୀ ମୋନାଲିସା ରାଉତଙ୍କୁ…