ଭାପୁର ( ଆୱାଜ ମିଡ଼ିଆ ) – ବିଶ୍ୱଜିତ ବାରିକ : ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଫତେଗଡ ଥାନା ଅଧୀନସ୍ଥ ବାଇଗୁଣିଆ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା . ଜଣେ ବିବାହିତା ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ ପରେ ଗ୍ରାମରେ ଜୋର ଧରିଛି ଚର୍ଚ୍ଚା ଆଲୋଚନା . ତେବେ ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ପୁଲିସ ଶବ ଜବତ କରିବା ସହିତ ମହିଳାଙ୍କ ସ୍ୱାମୀଙ୍କୁ ଅଟକ ରଖିଛି ।
ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ : ସ୍ୱାମୀ ଅଟକ !!!

