Site icon Awaj Media

କବାଡ଼ିଆ ଦୋକାନରେ ଅଗ୍ନିକାଣ୍ଡ !!!

Spread the love

କେନ୍ଦ୍ରାପଡ଼ା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : କେନ୍ଦ୍ରାପଡା ଜିଲ୍ଲା କଟକ ଚାନ୍ଦବାଲି ରାସ୍ତାର ଦୁହୁରିଆ ଛକ ନିକଟରେ ଥିବା ଏକ କବାଡ଼ିଆ ଦୋକାନରେ ଅଗ୍ନିକାଣ୍ଡ । ସୂଚନା ଅନୁଯାୟୀ ଆଜି ଭୋର ସମୟରେ ବିଦ୍ୟୁତ ସଟ ସର୍କିଟ ଲାଗି ଅଗ୍ନିକାଣ୍ଡ ଘଟିଥିଲା . ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇ ସ୍ଥାନୀୟ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ . ଦୋକାନରେ ସମସ୍ତ ଆସବାବପତ୍ର ଜଳି ଯାଇଥିବା ସହ ପୁରୁଣା ସ୍ପେୟାର ପାର୍ଟସ ଜଳି ପାଉଁଶ ହୋଇଯାଇଛି ।

Exit mobile version