Site icon Awaj Media

ନୂଆଗାଁ ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ !!!

Spread the love

ନୂଆଗାଁ ( ଆୱାଜ ମିଡ଼ିଆ ) – ସଞ୍ଜୀବ କୁମାର ଡାକୁଆ : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ରେ ଆରମ୍ଭ ହୋଇଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ . ସ୍ଥାନୀୟ ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଆଜି ନୂଆଗାଁ ବ୍ଲକ୍ ହାଇସ୍କୁଲ ପଡ଼ିଆ ଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରେ ଯୋଗଦେବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନ ଉପରେ ଆଲୋକପାତ କରିଥିଲେ ।

Exit mobile version