ଆମ ରିପୋଟରଗଜପତିଜିଲ୍ଲା

ଦେଶୀ ରନ୍ଧା ମଦ ଭାଟି ବନ୍ଦ କରିବା ଦାବିରେ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା ଜିଲ୍ଲା ପ୍ରଶାସନ ର ଦ୍ୱାରସ୍ଥ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣି ବ୍ଳକ କେରାଣ୍ଡି ପଞ୍ଚାୟତ ର ଅମରା ଓ ଡାଲିମ୍ବ ପୁର…

ଆମ ରିପୋଟରଜିଲ୍ଲାନୟାଗଡ

ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ହିତାଧିକାରୀ ଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ !!!

ନୂଆଗାଁ ( ଆୱାଜ ମିଡ଼ିଆ ) – ସଞ୍ଜୀବ କୁମାର ଡାକୁଆ : ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ହିତାଧିକାରୀ ଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ରୋଟାରୀ କ୍ଲବ ଅଫ ତାଳଚେର ତରଫରୁ କମ୍ବଳ ବଣ୍ଟନ !!!

ତାଳଚେର ( ଆୱାଜ ମିଡ଼ିଆ ) – ଜମ୍ବେଶ୍ଵର ପଟ୍ଟନାୟକ : Service above self !! ବ୍ୟକ୍ତିଗତ ସ୍ତର ଠାରୁ ଉର୍ଦ୍ଧ୍ୱରେ ରହି ସମାଜସେବା .…

ଆମ ରିପୋଟରଜିଲ୍ଲାନୟାଗଡ

ନୟାଗଡ ବିଜେପି କୁ ବଡ ଝଟକା : ଅରୁଣଙ୍କ ଶିବିରରେ ଇରାନୀଙ୍କ ଅନ୍ତରଙ୍ଗ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ପଞ୍ଚାୟତ ନିର୍ବାଚନ ଆଗକୁ ଥିବା ସମୟରେ ନୟାଗଡରେ ବଦଳୁଛି ରାଜନୈତିକ ପାଣିପାଗ . ଇରାନୀ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଚିଲିକା ର ଅଢେଇ ଏକର ଅଞ୍ଚଳରୁ ବେଆଇନ ପୋଖରୀ ଉଛେଦ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ବୁଧବାର ଦିନ ଦ୍ଵିତୀୟ ଦିନରେ କ୍ରମାଗତ ଭାବେ…

ଆମ ରିପୋଟରକନ୍ଧମାଳଜିଲ୍ଲା

ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଙ୍କୁ ୧୦ ବର୍ଷ କାରା ଦଣ୍ଡାଦେଶ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡାର ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ବିଚାରପତି ଦିଲ୍ଲିପ କୁମାର…

ଆମ ରିପୋଟରକଟକଜିଲ୍ଲା

ବାଙ୍କୀ ରଗଡି ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ !!!

ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ବାଙ୍କୀ ନିର୍ବାଚନ ମଣ୍ଡଳୀ ଡମପଡା ବ୍ଲକ ଅନ୍ତର୍ଗତ ରଗଡି ଗ୍ରାମପଞ୍ଚାୟତରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଚିଲିକା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କ ବାଣପୁର ବ୍ଲକ ଓ ତହସିଲ ପରିଦର୍ଶନ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡ଼ାରେ ଶୀତ ଲହରି : ସଞ୍ଜ ନଇଁଲେ ଖସୁଛି ତାପମାତ୍ରା !!!

!!! ଦାରିଙ୍ଗବାଡିକୁ ଛୁଟିଲାଣି ପର୍ଯ୍ୟଟକଙ୍କ ସୁଅ !!! କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ବର୍ଷା ପରେ କନ୍ଧମାଳକୁ ପୁଣି…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଧାନ ଗଦାରେ ଲାଗିଲା ନିଆଁ : ଜଳିଗଲା ଚାଷୀ ର ପରିଶ୍ରମ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ଅଙ୍କୁଲା ପଞ୍ଚାୟତରେ ଘଟିଛି ଅଭାବନୀୟ ଘଟଣା ।…