ବାଙ୍କୀ ରଗଡି ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ !!!

0
253

ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ବାଙ୍କୀ ନିର୍ବାଚନ ମଣ୍ଡଳୀ ଡମପଡା ବ୍ଲକ ଅନ୍ତର୍ଗତ ରଗଡି ଗ୍ରାମପଞ୍ଚାୟତରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ . ଆୟୋଜିତ କାର୍ଯ୍ୟକ୍ରମରେ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ଯୋଗଦେଇ ହିତାଧିକାରୀ ମାନଙ୍କୁ ସ୍ୱାସ୍ଥ୍ୟ କାର୍ଡ ପ୍ରଦାନ କରିଥିଲେ . ଡମପଡା ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପାତ୍ର , ଡମପଡା ବ୍ଲକ ଯୁବ ବିଜେଡି ସଭାପତି ଭାଗିରଥି ପାଣି , ସ୍ଥାନୀୟ ସରପଂଚ ଏବଂ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ .

LEAVE A REPLY

Please enter your comment!
Please enter your name here