ସୋରଡ଼ା ପଞ୍ଚାୟତ ଗୃହର ଶୁଭ ଉଦଘାଟନ !!!

Spread the love

ନୂଆଗାଁ ( ଆୱାଜ ମିଡ଼ିଆ ) – ସଞ୍ଜୀବ କୁମାର ଡାକୁଆ : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ସୋରଡ଼ା ଗ୍ରାମ ପଞ୍ଚାୟତ ଗୃହ ର ଶୁଭ ଉଦଘାଟନ ହୋଇଯାଇଛି . କାର୍ଯ୍ୟକ୍ରମ ଅବସରରେ କନ୍ଧମାଳ ସାଂସଦ ଡ଼ଃ ଅଚ୍ୟୁତ ସାମନ୍ତ , ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦାନ କରିଥିଲେ .

Leave a Reply

Your email address will not be published. Required fields are marked *