Site icon Awaj Media

୪୨ ମୌଜା ଦାଧିବାମନପୁର ପଞ୍ଚାୟତ ରେ ସରପଞ୍ଚ ପଦବୀ ପାଇଁ ଲଢ଼ିବେ ଇତିଶ୍ରୀ ମହାନ୍ତି !!!

Spread the love

କଟକ ସଦର ( ଆୱାଜ ମିଡ଼ିଆ ) – ଶ୍ରୀକାନ୍ତ ବେଉରା : କଟକ ସଦର ୪୨ ମୌଜା ଦାଧିବାମନପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ପଦବୀ ପାଇଁ ଇତିଶ୍ରୀ ମହାନ୍ତି ପଞ୍ଚାୟତ କାର୍ଯ୍ୟଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଇତିଶ୍ରୀ ମହାନ୍ତି ସରପଞ୍ଚ ପଦବୀ ପାଇଁ ନାମାଙ୍କନ ଦାଖଲ କରିଥିବା ଜଣାପଡିବା ପରେ ଇତିଶ୍ରୀଙ୍କ ପ୍ରତି ସମର୍ଥନ ବୃଦ୍ଧି ପାଇଛି ।

Exit mobile version