ଆମ ରିପୋଟରକନ୍ଧମାଳଜିଲ୍ଲା

ଅସ୍ଥାୟୀ କୋଭିଡ କେୟାର ସେଣ୍ଟର ଖୋଲିବା ପାଇଁ କନ୍ଧମାଳ ଜିଲ୍ଲାପାଳ ଙ୍କ ପରିଦର୍ଶନ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କରୋନା ମହାମାରୀ କୁ ଦୁଷ୍ଟିରେ ରଖି କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପୁଣି…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ବଲେରୋ ଚୋରି ଅଭିଯୋଗରେ ୨ ଅଭିଯୁକ୍ତ ଗିରଫ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ କୋଶଳା ଗାଁର ଅଜିତ କୁମାର ସାହୁଙ୍କ ବଲେରୋ…

ଆମ ରିପୋଟରଗଜପତିଜିଲ୍ଲା

ବିଶିଷ୍ଟ ସମାଜସେବୀ ବିଜୟ କୁମାର ଜେନାଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷୀଣୀ ସମାଜ ସଭାଗୃହରେ ପାରଳା ତଥା ଗୁରାଣ୍ଡି ନିବାସୀ ପ୍ରାକ୍ତନ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ନାବାଳିକା କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ନାବାଳକ ଗିରଫ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅଞ୍ଚଳର ଜଣେ ୧୫ ବର୍ଷର ନାବାଳିକାଙ୍କୁ ଅପହରଣ ଓ…

ଆମ ରିପୋଟରଜଗତସିଂହପୁରଜିଲ୍ଲା

ଜୀବନବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ : ୨୭ ୟନିଟ ରକ୍ତ ସଂଗୃହିତ !!!

ଜଗତସିଂହପୁର ( ଆୱାଜ ମିଡ଼ିଆ ) – ସୁନିଲ କୁମାର ଲେଙ୍କା : ଜଗତସିଂହପୁର ବ୍ଲକ୍ ଅନ୍ତର୍ଗତ ଯାହାନପୁର ପଞ୍ଚାୟତ ର ମା ବୁଢୀ ତରଡେଇ ଠାକୁରାଣୀ…

ଆମ ରିପୋଟରକଟକଜିଲ୍ଲା

ବ୍ଲକ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଲେ ଆବାସ ଯୋଜନାରୁ ବଞ୍ଚିତ ପରିବାର !!!

ନିଶ୍ଚିନ୍ତକୋଇଲି ( ଆୱାଜ ମିଡ଼ିଆ ) – ଡମ୍ବରୁଧର ବେହେରା : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କିସ୍ତି ନ ପାଇବାରୁ ଦୀର୍ଘ ବର୍ଷ ଅପେକ୍ଷା କରିବା ପରେ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ହତ୍ୟା ଅଭିଯୁକ୍ତକୁ କୋର୍ଟ ଚାଲାଣ କଲା ପୁଲିସ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ସଦର ଥାନା ଅନ୍ତର୍ଗତ ବେନ୍ତପୁର ଗାଁ ‘ର ଦୁର୍ଦାନ୍ତ ଅପରାଧୀ ଟିକନ ନାଏକଙ୍କ…

ଆମ ରିପୋଟରଜିଲ୍ଲାଯାଜପୁର

ଯାଜପୁର ଜିଲ୍ଲାରେ କୋଭିଡ କଟକଣା କଡାକଡି !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ , ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ମଣ୍ଡି ଖୋଲିଲା ହେଲେ ମିଲର ଧାନ ନେଲେନାହିଁ : ପ୍ରତିବାଦରେ ବିଜେପି ର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଚଳିତ ବର୍ଷ ଖୋର୍ଦ୍ଧା ବ୍ଲକର କଂପୁର ସେବା ସମବାୟ ସମିତି ନାଁରେ ଜିଲ୍ଲା ପ୍ରଶାସନ…