Site icon Awaj Media

ଅନୁଗୁଳ ଓକିଲ ସଂଘର ନିର୍ବାଚନ ଶେଷ !!!

Spread the love

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଓକିଲ ସଂଘର ନିର୍ବାଚନ ଶନିବାର ଶେଷ ହୋଇଛି । ୨ୟ ଥର ପାଇଁ ଆଡଭୋକେଟ ଦିଲ୍ଲିପ ସାହୁ ସଂଘର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଉପସଭାପତି ଭାବେ ଭବାନୀ ଶଙ୍କର ପ୍ରଧାନ, ସାଧାରଣ ସମ୍ପାଦକ ଭାବେ ଧୃବ ଚରଣ ସାହୁ, ସହ-ସମ୍ପାଦକ ଭାବେ ପ୍ରେମାନନ୍ଦ ସାହୁ, କୋଷାଧ୍ୟକ୍ଷ ଭାବେ ଗୋପାଳ ପ୍ରସାଦ ଅଗ୍ରୱାଲ ନିର୍ବାଚିତ ହୋଇଛନ୍ତି । ସାଂସ୍କୃତିକ ସମ୍ପାଦକ ଭାବେ କୁଶ ସାହୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ।

Exit mobile version