Site icon Awaj Media

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟ ପରିସରରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରଦୀପ କୁମାର ପାତ୍ର , ଡିଏମ୍ଓ ପ୍ରମୋଦ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଚିକିତ୍ସାଳୟର ସମସ୍ତ କର୍ମଚାରୀ ମାନଙ୍କୁ ନେଇ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ସିଲନ କୁମାର ସାହୁ ପ୍ରମୁଖ ପରିଚାଳନା କରିଥିଲେ । ଏହି ଭଳି କାର୍ଯ୍ୟକ୍ରମକୁ ବୁଦ୍ଧିଜୀବୀ , ଜନସାଧାରଣ ପ୍ରଶଂସା କରିଛନ୍ତି ।

Exit mobile version