ଆମ ରିପୋଟରଗଜପତିଜିଲ୍ଲା

ପାରଳା ପୌର ପରିଷଦର ଉପାଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କଲେ ଲେଙ୍କା ମଧୁ !!!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ପୌର ପରିଷଦର ଉପାଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କଲେ…

ଆମ ରିପୋଟରକନ୍ଧମାଳଜିଲ୍ଲା

ଶାଳବଣ ସାହିତ୍ୟ ପରିଷଦ ତରଫରୁ ମହାବିଷୁବ ସାରସ୍ୱତ ସମ୍ମିଳନୀ ଆୟୋଜିତ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶାଳବଣ ସାହିତ୍ୟ ପରିଷଦ ଆନୁକୂଲ୍ୟରେ ବନବାସୀ ସେବା…

ଆମ ରିପୋଟରଜିଲ୍ଲାନୟାଗଡ

ମା ଦକ୍ଷିଣ କାଳୀ ଙ୍କ ପଣାଯାତ୍ରା ନେଇ ଉପୁଜିଥିବା ଦ୍ଵନ୍ଦ ର ଅବସାନ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ର ଆରାଧ୍ୟା ଦେବୀ ମା ଦକ୍ଷିଣକାଳୀଙ୍କ ପଣା ଯାତ୍ରା ନେଇ ସୃଷ୍ଟି ହୋଇଥିଲା ଦ୍ଵନ୍ଦ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ତାଳଚେର ମେଡିକାଲ୍ କଲେଜ ସ୍ଥିତାବସ୍ଥା ନେଇ ସ୍ଥାନୀୟ ବାସିନ୍ଦାଙ୍କ ବୈଠକ !!!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ତାଳଚେର ମେଡିକାଲ୍ କଲେଜକୁ ସରକାର ପରିଚାଳନା କରିବା ଦାବିରେ ଆଜି ଏକ ବୈଠକ ସ୍ଥାନୀୟ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ପାରିବାରିକ କଳହରୁ ସ୍ତ୍ରୀ କୁ ଟାଙ୍ଗିଆରେ ହାଣିଦେଲା ସ୍ୱାମୀ : ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଅଗ୍ନୀକୁ ସାକ୍ଷୀ ରଖି ବିବାହ କରିଥଲେ l ଆଉ ସୁଖଦୁଃଖରେ ସାଥୀ ହୋଇ…

ଆମ ରିପୋଟରକଳାହାଣ୍ଡିଜିଲ୍ଲା

ଗ୍ରାମାଞ୍ଚଳ ସାମ୍ବାଦିକ ସଂଘର ରାଜ୍ୟ କମିଟି ଗଠିତ !!!

କଳାହାଣ୍ଡି ( ଆୱାଜ ମିଡ଼ିଆ ) – ତୁଳସିରାମ ଛତ୍ରୀଆ : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚାରବାହାଲ ସ୍ଥିତ ନିୟନ୍ତ୍ରିତ ବଜାର ପ୍ରାଙ୍ଗଣ ଠାରେ…

ଆମ ରିପୋଟରଗଜପତିଜିଲ୍ଲା

ଜିଲ୍ଲା ସ୍ତରୀୟ ୧୩୧ ତମ ଆମ୍ବେଦକର ଜୟନ୍ତୀ ପାଳିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ…

ଆମ ରିପୋଟରକଟକଜିଲ୍ଲା

ଜଗାବଳିଆ ୟୁଥ୍ ଆସୋସିଏସନ୍ ପକ୍ଷରୁ ମହାବିଷୁବ ସଂକ୍ରାନ୍ତି ଅବସରରେ ଜଳଛତ୍ର ସେବା !!!

କଟକ ସଦର ( ଆୱାଜ ମିଡ଼ିଆ ) – ଶ୍ରୀକାନ୍ତ ବେଉରା : କଟକ ସଦର ୪୨ ମୌଜା ଉପକଣ୍ଠ ବରାଳ ଗ୍ରାମର ଅଗ୍ରଣୀ ସାମାଜିକ ତଥା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ହନୁମାନ ଜୟନ୍ତୀ ଉପଲକ୍ଷେ ‘ଜୟ ଶ୍ରୀରାମ’ ଧ୍ୱନିରେ ପ୍ରକମ୍ପିତ ହେଲା ବାଣପୁର – ବାଲୁଗାଁ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ – ବାଣପୁର ସହରରେ ବିଶାଳ ବାଇକ ରାଲି ଅନୁଷ୍ଠିତ ହୋଇଯାଇଛି…