Site icon Awaj Media

ସଟ୍‌ ସର୍କିଟରେ ନିଆଁ ଲାଗି ବହୁ ଜିନିଷ ପୋଡି ନଷ୍ଟ !!!

Spread the love

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୂଜାରୀ ସାହିରେ ପ୍ରଫୁଲ ଦାଶ ଙ୍କ ଘରେ ଭଡା ରହୁଥିବା ଜଣେ ଶିକ୍ଷକଙ୍କ ଘରେ ସଟ୍‌ ସର୍କିଟରେ ନିଆଁ ଲାଗି ବହୁ ଜିନିଷ ପୋଡି ନଷ୍ଟ ହୋଇଯାଇଛି | ଭଡାରେ ରହୁଥିବା ଶିକ୍ଷକ ଜଣକ ଅନୁପସ୍ଥିତ ଥିବା ଯୋଗୁଁ ଘର ତାଲା ଝୁଲୁଥିଲା l ଘର ଭିତରୁ ଧୂଆଁ ବାହାରୁଥିବା ବିଷୟ ଆଖପାଖ ସାହି ବାସିନ୍ଦା ଓ ନିକଟରେ ଥିବା ସିଆରପିଏଫ୍‌ ବାଟାଲିୟନ ଦେଖିବା ପରେ ଘଟଣା ସ୍ଥଳରେ ପହଞ୍ଚି ନିଆଁ କୁ ଆୟତ୍ତ କରୁଥିବା ବେଳେ ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ କୁ ଲିଭାଇଥିଲେ |

Exit mobile version